Loading...

ସେବାଶ୍ରୀ ସମ୍ମାନ ରେ ସମ୍ମାନିତ ହେଲା ନିଷ୍ଠା ପରିବାର

12-April-2023, Wednesday
ଶ୍ରୀ ଶ୍ରୀ ହନୁମାନ ଜନ୍ମୋତ୍ସବ ପାଳନ ଅବସରରେ ବରଗଡ଼ ଜିଲ୍ଲା ବଜରଙ୍ଗ ଦଳ ତରଫ ରୁ ସମାଜ ସେବା କ୍ଷେତ୍ର ରେ ଉଲ୍ଲେଖନୀୟ ଅବଦାନ ପାଇଁ ଆମ ନିଷ୍ଠା ପରିବାର କୁ ସେବାଶ୍ରୀ ସମ୍ମାନ ରେ ସମ୍ବର୍ଦ୍ଧିତ କରାଯାଇଥିଲା। ଅନେକ ମାନ୍ୟ ଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମ ରେ ଅତିଥି ଭାବରେ ଯୋଗଦେଇ ଥିଲେ।ଆପଣ ମାନଙ୍କ ଏହି ଭଲ ପାଇବା ଓ ସମ୍ମାନ ଆମ କୁ ସମାଜ ସେବା ପାଇଁ ଆହୁରି ପ୍ରେରଣା ଯୋଗାଇବ।ଏଭଳି ଏକ ସୁନ୍ଦର କାର୍ଯ୍ୟକ୍ରମ ଆୟୋଜନ କରି ନିଷ୍ଠା ପରିବାରକୁ ସମ୍ବର୍ଦ୍ଧିତ କରିଥିବା ଓ ଖୁବ ସୁନ୍ଦର ଆତିଥ୍ୟ ପ୍ରଦାନ ପାଇଁ ବଜରଙ୍ଗ ଦଳ ବରଗଡ଼ ଙ୍କୁ ନିଷ୍ଠା ପରିବାର ତରଫରୁ ବହୁତ ବହୁତ ଧନ୍ୟବାଦ।