Loading...

ମାରୱାଡ଼ି ଯୁବା ମଞ୍ଚ ତରଫରୁ ନିଷ୍ଠା ପରିବାର ସମ୍ବର୍ଦ୍ଧିତ

09-April-2023, Sunday
ମାରୱାଡ଼ି ଯୁବା ମଞ୍ଚ ବରଗଡ଼ ଶାଖା ତାର ୪୦ତମ ପ୍ରତିଷ୍ଠା ଦିବସ ବରଗଡ଼ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଅବସର ରେ ସମାଜ ସେବା କ୍ଷେତ୍ର ରେ ଉଲ୍ଲେଖନୀୟ ଅବଦାନ ପାଇଁ ଆମ ନିଷ୍ଠା ପରିବାର କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଆପଣ ମାନଙ୍କ ଏହି ଭଲ ପାଇବା ଓ ସମ୍ମାନ ଆମ କୁ ସମାଜ ସେବା ପାଇଁ ଆହୁରି ପ୍ରେରଣା ଯୋଗାଇବ।ଏଭଳି ଏକ ସୁନ୍ଦର କାର୍ଯ୍ୟକ୍ରମ ଆୟୋଜନ କରି ନିଷ୍ଠା ପରିବାରକୁ ସମ୍ବର୍ଦ୍ଧିତ କରିଥିବା ଓ ଖୁବ ସୁନ୍ଦର ଆତିଥ୍ୟ ପ୍ରଦାନ ପାଇଁ ମାରୱାଡ଼ି ଯୁବା ମଞ୍ଚ ବରଗଡ଼ ଶାଖା କୁ ନିଷ୍ଠା ପରିବାର ତରଫରୁ ବହୁତ ବହୁତ ଧନ୍ୟବାଦ।