Loading...

ଶ୍ରେଷ୍ଠ ସେବା ସମ୍ମାନରେ ସମ୍ମାନିତ ହେଲା ନିଷ୍ଠା ପରିବାର

05-February-2023, Sunday
ସ୍ବର୍ଗତ ଅମ୍ବିକା ଚରଣ ଶର୍ମା ସ୍ମୃତି ସମିତି ଦ୍ୱାରା ତାଙ୍କ ୨୩ତମ ଶ୍ରାଦ୍ଧ ବାର୍ଷିକୀ ଓ ଶ୍ରଦ୍ଧାଞ୍ଜଳି ସଭା ବରଗଡ଼ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସମାଜ ସେବା କ୍ଷେତ୍ରରେ ଉଲ୍ଲଖନୀୟ ଅବଦାନ ପାଇଁ ଆମ ନିଷ୍ଠା ପରିବାର କୁ ଶ୍ରେଷ୍ଠ ସେବା ସମ୍ମାନ ରେ ସମ୍ମାନିତ କରାଯାଇଥିଲା। ଆପଣ ମାନଙ୍କ ଏହି ଭଲ ପାଇବା ଓ ସମ୍ମାନ ଆମ କୁ ସମାଜ ସେବା ପାଇଁ ଆହୁରି ପ୍ରେରଣା ଯୋଗାଇବ।ଏଭଳି ଏକ ସୁନ୍ଦର କାର୍ଯ୍ୟକ୍ରମ ଆୟୋଜନ କରି ନିଷ୍ଠା ପରିବାରକୁ ସମ୍ବର୍ଦ୍ଧିତ କରିଥିବା ଓ ଖୁବ୍ ସୁନ୍ଦର ଆତିଥ୍ୟ ପ୍ରଦାନ ପାଇଁ ସ୍ବର୍ଗତ ଅମ୍ବିକା ଚରଣ ଶର୍ମା ସ୍ମୃତି ସମିତି କୁ ନିଷ୍ଠା ପରିବାର ତରଫରୁ ବହୁତ ବହୁତ ଧନ୍ୟବାଦ।